ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍, ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

Published By : Prameya-News7 Bureau | September 11, 2019 IST

ସମ୍ବଲପୁର ୧୧।୯: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍ । ବର୍ତ୍ତମାନ ଜଳଭଣ୍ଡାରର ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ବରେ ୧୦ ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୫.୨୧ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୬୫ ହଜାର ୫୩୫ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୩ ଲକ୍ଷ ୪୧ ହଜାର ୭୭୩ କ୍ୟୁସେକ୍ ଜଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.