Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ନାଳରେ ଭାସିଗଲେ ୬ ବର୍ଷର ଶିଶୁ, ଖୋଜୁଛି ଓଡ୍ରାଫ୍ ଟିମ୍

8/08/2020 at 2:15 PM

ଯାଜପୁର ୮।୮: ନାଳରେ ଭାସି ଗଲେ ୬ ବର୍ଷର ଶିଶୁ । ଖେଳୁଥିବା ବେଳେ ନାଳରେ ଭାସି ଯାଇଛନ୍ତି । ଉଦ୍ଧାର ପାଇଁ ଓଡ୍ରାଫ୍ ଟିମ୍ ଉଦ୍ୟମ ଜାରି ରଖିଛି ।

ସୂଚନା ଅନୁଯାୟୀ, ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ୍ ବିହାରୀ ପଞ୍ଚାୟତ ଅପର ସାଉଁଣ୍ଡି ଗ୍ରାମର ବିଦ୍ୟାଧର ସାହୁଙ୍କ ପୁଅ ସତ୍ୟପ୍ରକାଶ ସାହୁ ଦାଣ୍ଡରେ ଖେଳୁଥିଲେ । ଖେଳୁଥିବା ସମୟରେ ଗାଁ ନିକଟ ରାହସୋଇ ନିକଟସ୍ଥ ନଡକା ନାଳରେ ବୁଡି ଯାଇଥିଲା । ଘର ଲୋକେ ତାଙ୍କୁ ବହୁ ଖୋଜା ଖୋଜି କରିଥିଲେ । ନପାଇବାରୁ ଓଡ୍ରାଫ୍ ଟିମକୁ ଖବର ଦିଆଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ଓଡ୍ରାଫ୍ ଟିମ୍ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲା । ଦୀର୍ଘ ଏକ ଘଣ୍ଟା ଧରି ଖୋଜା ଖୋଜି କରିବା ପରେ ବି ଶିଶୁଟିର ପତ୍ତା ମିଳିପାରିନାହିଁ ।

   Related Posts