Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ବୁଲା ଗାଈ-କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

9/05/2021 at 4:28 PM

ଭୁବନେଶ୍ୱର, ୦୯/୦୫: କୋଭିଡ୍‌ ମହାମାରୀ ନିୟନ୍ତ୍ରଣ ପାଇଁ  ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ-ଗୋରୁ, କୁକୁର  ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଜସ୍ୱ ରିଲିଫ ପାଣ୍ଠିରୁ ପାଞ୍ଚୋଟି ମହାନଗର ନିଗମ ୪୮ଟି ମ୍ୟୁନିସ୍‌ପାଲିଟି ଓ ୬୧ଟି ଏନ୍ଏସିକୁ ଷାଠିଏ  ଲକ୍ଷ ଟଙ୍କାର ସହାୟତା ମଞ୍ଜୁର କରିଛନ୍ତି ।

ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

   Related Posts