Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ରାଜ୍ୟରେ ଚିହ୍ନଟ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ, ୨୪ ଘଣ୍ଟାରେ ବାହାରିଲେ ୬୧୬୪ ପଜିଟିଭ୍

22/04/2021 at 8:43 AM

ଭୁବନେଶ୍ବର ୨୨।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୮୪୭୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୨୩୬ଜଣ, ଭଦ୍ରକ ଜିଲ୍ଲାରୁ ୭୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨୬ଜଣ, ବୌଦ୍ଧ ଜିଲ୍ଲାରୁ ୩୮ଜଣ, କଟକ ଜିଲ୍ଲାରୁ ୩୬୦ଜଣ, ଦେଓଗଡ଼ ଜିଲ୍ଲାରୁ ୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୫୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୬୩ଜଣ, ଯାଜପୁର ଜିଲ୍ଲାରୁ ୧୫୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୫୨ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩୨ଜଣ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦୭ଜଣ, ନୟାଗଡ଼ ଜିଲ୍ଲାରୁ ୯୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୫୯ଜଣ, ପୁରୀ ଜିଲ୍ଲାରୁ ୨୮୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୨୯ଜଣ, ସୋନପୁର ଜିଲ୍ଲାରୁ ୯୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୨୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୪୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୮୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୧୩୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୭୪୯୯୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts