Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଫ୍ଟ ମାଗି ଯାଉଥିଲେ ଘରକୁ, ଦୁର୍ଘଟଣାରେ ମା’ପୁଅ ସମେତ ୪ ଜଣଙ୍କ ମୃତ୍ୟୁ
  • ||
  • ଦେଶରେ ତଳମୁହାଁ କରୋନା ଗ୍ରାଫ୍: ଓଡ଼ିଶାରେ ମଧ୍ୟ ହ୍ରାସ ପାଇଛି ସଂକ୍ରମଣ
  • ||
  • ସ୍କୁଲ ଫି’ ଛାଡ଼ ମାମଲା: ସପ୍ତାହେ ଭିତରେ ରିପୋର୍ଟ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ଦୁର୍ବଳ ହେଉଛି ଭାରତୀୟ ଆଖି
  • ||
  • ପୁରୀ : ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ଅନ୍ୟ ଜିଲ୍ଲାର ଶବ ହେବ ସତ୍କାର
  • ||
  • ଲଦାଖ: ଡେମଚୋକ୍‌ରେ ଭାରତୀୟ ସେନା ହାତରେ ଧରାପଡିଲେ ଚୀନ ସୈନିକ, ମିଳିଛି ଗୁରୁତ୍ଵପୂର୍ଣ୍ଣ ଦସ୍ତାବିଜ
  • ||
  • ଘରୋଇ କର୍ମଚାରୀଙ୍କ ପାଇଁ ବଡ ଖବର : ଦୀପାବଳି ପୂର୍ବରୁ ନୂଆ ପ୍ୟାକେଜ୍ ଘୋଷଣା କରିପାରନ୍ତି ସରକାର
  • ||
  • ଲୋକ ଭବନ ସମ୍ମୁଖରେ ଦୁଇ ଶିଶୁ ସହ ପତି-ପତ୍ନୀଙ୍କ ଆତ୍ମଦାହ ଉଦ୍ୟମ, ଉଦ୍ଧାର କଲା ପୋଲିସ
  • ||
  • ପୁଅ ଆସି ପଡୋଶୀଙ୍କୁ କହିଲା-ବାପା ଉଠୁନାହାନ୍ତି, ଦେଖିଲା ବେଳକୁ ଘରେ ପଡିଥିଲା ଦୁଇଟି ମୃତଦେହ
  • ||
  • ଗେହଲଟ୍ ସରକାରଙ୍କ ନିଷ୍ପତ୍ତି: ୧୩ ଅନ୍ତରାଷ୍ଟ୍ରୀୟ ଖେଳାଳିଙ୍କୁ ୨୫-୨୫ ଏକର ଜମି ଆବଣ୍ଟନ କରିବାକୁ ଘୋଷଣା
  • ||

କନ୍ଧମାଳରୁ ୬୨କରୋନା ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ମଧ୍ୟରୁ ୮ ଜେଲ୍ ଅନ୍ତେବାସୀ

4/08/2020 at 3:00 PM

ଫୁଲବାଣୀ ୦୪।୦୮: ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ହଜାର ହଜାର କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହିପ୍ରରିପେକ୍ଷୀରେ ଆଜି ୧୩୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କନ୍ଧମାଳରୁ ଆଜି ୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ତେବେ ଆଜି ଚିହ୍ନଟ ହୋଇଥିବା ୬୨ କରୋନା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ ପୁରୁଷ ଓ ୨୦ ଜଣ ମହିଳା ରହିଛନ୍ତି । ସବୁ ଠାରୁ ବଡକଥା ହେଉଛି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୮ ଜଣ ଜି.ଉଦୟଗିରି ଜେଲ୍ ଅନ୍ତେବାସୀ ଅଛନ୍ତି। ପୂର୍ବରୁ ମଧ୍ୟ ଏହି ଜେଲର ଅନ୍ତେବାସୀ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତ ମଧ୍ୟରେ ଫୁଲବାଣୀର ୩, ଜି.ଉଦୟଗିରିର ୧୨ଜଣ, ଦାରିଙ୍ଗବାଡିର ୨ଜଣ, ଟିକାବାଲିର ୩ଜଣ, କେ ନୁଆଗାଁର ୩ଜଣ, କୋଟଗଡର ୬ଜଣ , ତୁମୁଡିବନ୍ଧର ୬ଜଣ, ରାଇକିଆର ୫ଜଣ, ବାଲିଗୁଡାର ୧୭ଜଣ, ଫିରିଙ୍ଗିଆର ୩ ଓ ଖଜୁରିପଡାର ଜଣେ ଅଛନ୍ତି। ସେହିପରି ଆଜି ମଧ୍ୟ ଫୁଲବାଣୀ ସହରରେ କଣ୍ଟେନମେଣ୍ଟ ଜୋନ୍‌ ଜାରି ରହିଛି।

   Related Posts