Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ରାଜଧାନୀରୁ ଆଉ ୬୩ କୋଭିଡ୍ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୯୩

10/11/2020 at 4:18 PM

ଭୁବନେଶ୍ୱର ୧୦।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୩ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୮୩୭ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫ ଜଣ ରହିଥିବା ବେଳେ ୪୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୯୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୮୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୮୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୪ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts