Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଅପରେସନ୍ ଗ୍ରୀନ୍ କ୍ଲିନ୍ : ୧୨ କୋଟି ଟଙ୍କାର ଚାଷ ନଷ୍ଟ

7/12/2020 at 9:29 AM

ମୋହନା ୭।୧୨: ଗଜପତି ଜିଲ୍ଲାରେ ଅପରେସନ୍ ଗ୍ରୀନ୍ କ୍ଲିନ୍ ଜାରି ରହିଛି । ଗତ ଦୁଇ ସପ୍ତାହ ମଧ୍ୟରେ ୧୫୦ କୋଟି ଟଙ୍କାରୁ ଉର୍ଦ୍ଧ୍ବ ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା ଜଣାପଡିଛି । ରବିବାର ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି ।

ଅଡବା ଥାନା କାମେରିଙ୍ଗ ଗାଁ ନିକଟରେ ୬୫ ଏକର ଜମିରେ ଗଞ୍ଜେଇ ଚାଷ ହୋଇଥିବା ବେଳେ ଏହାକୁ ନଷ୍ଟ କରିଛନ୍ତି ପୋଲିସ ଓ ଅବକାରୀ ବିଭାଗ ।

   Related Posts