Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଗୋଟିଏ ଦିନରେ ୬୬ ଜୁଆଡି ଗିରଫ, ପାଖାପାଖି ୨ ଲକ୍ଷ ଟଙ୍କା ଜବତ

17/10/2021 at 11:07 PM

ସାନଖେମୁଣ୍ଡି ୧୭/୧୦: ଗଞ୍ଜାମ ଜିଲ୍ଲା ଅ।ସିକା ଓ ଭଞ୍ଜନଗର ପୋଲିସକୁ ବଡ ସଫଳତା ମିଳିଛି । ବିଶେଷକରି ଅ।ସିକା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚାଲିଥିବା ଜୁଆ ଖେଳ ଉପରେ ପୋଲିସ ଚଢାଉ କରି ଗୋଟିଏ ଦିନରେ ୪୯ ଜଣ ଜୁଆଡିଙ୍କୁ ଗିରଫ କରିଥିବା ବେଳେ ନଗଦ ଏକ ଲକ୍ଷ ଟଙ୍କା ମଧ୍ୟ ଜବତ କରିଛି ।

ଗିରଫ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଅ।ସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ଏହା ସହ ଭଞ୍ଜନଗର ଥାନା ପୋଲିସ ମଧ୍ୟ ଗୋଟିଏ ଦିନରେ ୧୭ ଜଣ ଜୁଆଡିଙ୍କୁ ଗିରଫ କରିବା ସହ ନଗଦ ୯୧ ହଜାର ଟଙ୍କା ଜବତ କରିଥିବା ଭଞ୍ଜନଗର ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

   Related Posts