Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଖସୁଛି କରୋନା ଗ୍ରାଫ୍‌ : ଭୁବନେଶ୍ବରରୁ ଦିନକରେ ୬୬୧ ଆକ୍ରାନ୍ତ ଚିହ୍ନଟ, ୧୩୫୭ ସୁସ୍ଥ

8/06/2021 at 6:26 PM

ଭୁବନେଶ୍ବର ୦୮/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୬୬୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୫୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୫୦୫ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୧, ୫୭୦ ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୩, ୯୬୫ ଜଣ ସୁସ୍ଥ ହୋଇସାରିଛନ୍ତି । ୩୬୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ହଜାର ୨୨୨ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୩୫୭ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts