Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ସାଙ୍ଘାତିକ ହେଲାଣି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୬୪୭ ପଜିଟିଭ୍

24/04/2021 at 8:45 AM

ଭୁବନେଶ୍ବର ୨୪।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୧୪୧, ବାଲେଶ୍ୱର ୫୩ଜଣ, ବରଗଡ଼ ୨୯୦ଜଣ, ଭଦ୍ରକ ଜିଲ୍ଲାରୁ ୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩୪ଜଣ, ବୌଦ୍ଧ ଜିଲ୍ଲାରୁ ୩୯ଜଣ, କଟକ ଜିଲ୍ଲାରୁ ୩୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୩୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬୫ଜଣ, ଯାଜପୁର ଜିଲ୍ଲାରୁ ୧୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬୧ଜଣ, କନ୍ଧମାଳ ଜିଲ୍ଲାରୁ ୨୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୮୯ଜଣ, କୋରାପୁଟ ଜିଲ୍ଲାରୁ ୬୭ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨୪ଜଣ, ନୟାଗଡ଼ ଜିଲ୍ଲାରୁ ୧୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୫୫୯ଜଣ, ପୁରୀ ଜିଲ୍ଲାରୁ ୩୯୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ , ସୁନ୍ଦରଗଡ଼ ଜିଲ୍ଲାରୁ ୭୮୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୬୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୧୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୩୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୬୦୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୮୩୪୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts