Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ରାଜ୍ୟରେ କମିଲା କରୋନା ସଂକ୍ରମଣ, ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୭୩୬ ସଂକ୍ରମିତ

27/05/2021 at 8:34 AM

ଭୁବନେଶ୍ୱର ୨୭।୦୫: ରାଜ୍ୟରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୨୭୩୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯୬୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୮୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭୧ଜଣ, ବରଗଡ଼ ଜିଲ୍ଲାରୁ ୪୦୫ଜଣ, ଭଦ୍ରକ ଜିଲ୍ଲାରୁ ୨୦୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪୪ଜଣ, ବୌଦ୍ଧ ଜିଲ୍ଲାରୁ ୨୬୨ଜଣ, କଟକ ଜିଲ୍ଲାରୁ ୩୬୨ଜଣ, ଦେଓଗଡ଼ ଜିଲ୍ଲାରୁ ୬୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭୮ଜଣ, ଗଜପତି ଜିଲ୍ଲାରୁ ୮୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୬ଜଣ , ଯାଜପୁର ଜିଲ୍ଲାରୁ ୩୭୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୭ଜଣ, କୋରାପୁଟ ଜିଲ୍ଲାରୁ ୨୧୯ଜଣ, ମାଲକାନଗିରି ଜିଲ୍ଲାରୁ ୯୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮୨ଜଣ, ନୟାଗଡ଼ ଜିଲ୍ଲାରୁ ୨୦୭ଜଣ, ନୂଆପଡ଼ା ଜିଲ୍ଲାରୁ ୪୮ଜଣ, ପୁରୀ ଜିଲ୍ଲାରୁ ୨୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୯ଜଣ, ସୋନପୁର ଜିଲ୍ଲାରୁ ୮୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୨୭୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୪୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨୩୬୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୫୫୨୯୮୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts