Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||

ବ୍ୟଞ୍ଜନ ଦ୍ୱାଦଶୀରେ ଭୋଗ ଲାଗିଲା ୬୭୫ ପ୍ରକାରର ସ୍ବାଦିଷ୍ଟ ବ୍ୟଞ୍ଜନ

9/12/2019 at 10:55 PM

ପୁରୀ ୦୯।୧୨  ଆଜି ବ୍ୟଞ୍ଜନ ଦ୍ବାଦଶୀ ।  ମାର୍ଗଶୀର ମାସ ଶୁକ୍ଳ ଦ୍ବାଦଶୀ ତିଥୀକୁ ବ୍ୟଞ୍ଜନ ଦ୍ବାଦଶୀ ଭାବେ ପାଳନ କରାଯାଏ । ଦ୍ବାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ଗୌଡୀୟ ବୈଷ୍ଣବଙ୍କ ଦ୍ବାରା ପ୍ରତିବର୍ଷ ଏବି ପର୍ବ ପାଳନ ହୋଇଆସୁଛି ।

ଚଳିତ ବର୍ଷ ରେକର୍ଡ ସଂଖ୍ୟକ ୬୭୫ ପ୍ରକାରର ସ୍ବାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ ଲଗାଯାଇଛି ।

ପୁରୀ ବଳିଆ ପଣ୍ଡା ସ୍ଥିତ ଗୌରବିହାର ବା ମାତା ମଠରେ ୧୭ ପ୍ରକାର ଅନ୍ନ, ୧୮ ପ୍ରକାର ଖୀରି,୫୧ ପ୍ରକାର ତରକାରୀ ଓ ୧୬୧ ପ୍ରକାରର ଚଟଣି ପ୍ରସ୍ତୁତ ହୋଇଥିଲା । ୨୦ ଟି ଚୁଲିରେ ଓଡିଶା , ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ରାଜ୍ୟର ପାରମ୍ପରିକ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା । ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀରେ ଶ୍ରୀ ରାଧା, କୃଷ୍ଣଙ୍କ ଦର୍ଶନ କରିବା ସହ ବ୍ୟଞ୍ଜନ ସେବନ କରି ପରମ ତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ।

   Related Posts