Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

୬୮ ଗ୍ରାମ୍ ବ୍ରାଉନସୁଗାର ଜବତ, ଜଣେ ଗିରଫ

18/11/2020 at 10:12 AM

ଜଳେଶ୍ବର ୧୮।୧୧: ଜଳେଶ୍ବର ପୋଲିସ ଦ୍ବାରା ୬୮ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଯାହାର ଅନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣାପଡିଛି। ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ପଥରପୁରା ଅଞ୍ଚଳର ମୀର ସିଦିକ ।

ସୂଚନା ଅନୁସାରେ ମଙ୍ଗଳବାର ମଧ୍ୟ ରାତିରେ ବ୍ରାଉନସୁଗାର କାରବାର ନେଇ ଜଳେଶ୍ବର ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା । ଆଇଆଇସି ମାନସ ଦେଓଙ୍କ ନେତୃତ୍ବରେ ପୋଲିସ ପଥରପୁରା ଅଞ୍ଚଳର ମୀର ସିଦିକଙ୍କ ଘର ଉପରେ ଚଢାଉ କରିଥିଲା । ୬୮ ଗ୍ରାମ ବ୍ରାଉନସୁଗାର ଏବଂ ୨ ଲକ୍ଷ ୨୨ ହଜାର ୨ ଶହ ଟଙ୍କା ଜବତ କରିବା ସହିତ ମୀର ସିଦିକକୁ ଗିରଫ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୬ ଲକ୍ଷ ୮୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି ।

   Related Posts