Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଭୁବନେଶ୍ବରରୁ ଆଜି ଚିହ୍ନଟ ହେଲେ ୬୯୮ ଆକ୍ରାନ୍ତ, ୩୧୬ ସୁସ୍ଥ

23/04/2021 at 6:38 PM

ଭୁବନେଶ୍ବର ୨୩/୦୪ : ଚିନ୍ତା ବଢାଇଲାଣି ରାଜଧାନୀ ।  ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୬୯୮ ଜଣ କରୋନା ଆକ୍ରାନ୍ତ । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୫୪୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛି ବିଏମ୍‌ସି । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ୩୮ ହଜାର ୪୯୨ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି ।

ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ସୁସ୍ଥ ହୋଇଛନ୍ତି ୩୧୬ ଜଣ । ଏହାକୁ ମିଶାଇ ଏଯାଏଁ ମୋଟ ୩୩୮୦୩ ଜଣ ସୁସ୍ଥ ହୋଇସାରିଲେଣି । ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ୨୫୧ ଜଣଙ୍କର ମୃତ୍ୟୁ ହୋଇସାରିଲାଣି । ବର୍ତ୍ତମାନ ଆକ୍ଟିଭ୍‌ କେସ୍‌ ରହିଛି ୪୪୧୭ ।

   Related Posts