Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ମାଲକାନଗିରି ରୁ ୬ଫୁଟ ଲମ୍ବର ଅଜଗର ଉଦ୍ଧାର

9/10/2018 at 4:22 PM

ମାଲକାନଗିରି ୯/୧୦ : ମାଲକାନଗିରି ଜିଲ୍ଲା ଖୈରପୁଟ ବ୍ଳକର ହରି ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କ ରୋଷେଇ ଘରେ ଏକ ଅଜଗର ସାପ ପଶିଥିବା ପରିବାର ଲୋକ ଦେଖିଥିଲେ । ସଙ୍ଗେ ସଙ୍ଗେ ସାପ ଧରାଳିଙ୍କୁ ଡାକି ସାପ ଟିକୁ ଉଦ୍ଧାର କରିଥିଲେ ଖବର ପାଇ ବନ ବିଭାଗର କର୍ମଚରୀ ମାନେ ମଧ୍ୟ ସେଠାରେ ପହଞ୍ଚି ସାପ ଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଥିଲେ।

   Related Posts