ମାଲକାନଗିରି ରୁ ୬ଫୁଟ ଲମ୍ବର ଅଜଗର ଉଦ୍ଧାର
9/10/2018 at 4:22 PM

ମାଲକାନଗିରି ୯/୧୦ : ମାଲକାନଗିରି ଜିଲ୍ଲା ଖୈରପୁଟ ବ୍ଳକର ହରି ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କ ରୋଷେଇ ଘରେ ଏକ ଅଜଗର ସାପ ପଶିଥିବା ପରିବାର ଲୋକ ଦେଖିଥିଲେ । ସଙ୍ଗେ ସଙ୍ଗେ ସାପ ଧରାଳିଙ୍କୁ ଡାକି ସାପ ଟିକୁ ଉଦ୍ଧାର କରିଥିଲେ ଖବର ପାଇ ବନ ବିଭାଗର କର୍ମଚରୀ ମାନେ ମଧ୍ୟ ସେଠାରେ ପହଞ୍ଚି ସାପ ଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଥିଲେ।
Related Posts
ବଜାରରୁ ଫେରିବା ବେଳେ ଚାଲିଗଲା ଜୀବନ
24 January 2021
ଲୁଟେରାଙ୍କୁ କାବୁ କରି ନିର୍ଧୁମ ଛେଚିଲେ ସ୍ଥାନୀୟ ଲୋକେ
24 January 2021
ଝାରସୁଗୁଡା: ବୈଠକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ
24 January 2021
ମନ୍ତ୍ରୀଙ୍କ ବଡ ଘୋଷଣା: ଅଙ୍ଗନୱାଡି କର୍ମୀଙ୍କୁ ମିଳିବ ମୋବାଇଲ୍ ଫୋନ୍
24 January 2021