Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

୬ଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଅଟକ

8/12/2019 at 7:08 AM

ସୋର ୮।୧୨: ବାଲେଶ୍ବର ସୋରରେ ଅଭାବନୀୟ ଘଟିଛି । ଷଷ୍ଠ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଛି । ଅଭିଯୁକ୍ତ ଅଟକ ।

ସୂଚନାଯୋଗ୍ୟ ଯେ, ଛାତ୍ରୀ ଜଣଙ୍କ ଟ୍ୟୁସନରୁ ଫେରିବା ବେଳେ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ହୋଇଛି । ଅଭିଯୁକ୍ତ ନିଶାଶକ୍ତ ଅବସ୍ଥାରେ ଘଟଣା ଘଟାଇଥିବା ସୂଚନା ମିଳିଛି ।

ଅଭିଯୁକ୍ତକୁ ଧରି ପୋଲିସର ଜିମା ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ । ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତକୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି ।

   Related Posts