Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଡମ୍ଫର ଏବଂ ବୋଲେରୋ ମୁହାଁମୁହିଁ ଧକ୍କା : ୭ମୃତ,୫ ଆହତ

9/11/2020 at 11:08 AM

ସତନା ୯/୧୧: ମଧ୍ୟପ୍ରଦେଶର ସତନାରୁ ପାଖାପାଖି ୩୫କିଲୋମିଟର ଦୂର ରେରୁଆ ମୋଡ଼ରେ ଡମ୍ଫର ଏବଂ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ରିବା ମେଡିକାଲ୍ କଲେଜ ରେଫର କରି ଦିଆଯାଇଛି। କୁହାଯାଉଛି ଯେ ଏହି ଦୁର୍ଘଟଣା ସୋମବାର ସକାଳ ୩ଟାରୁ ୪ଟା ମଧ୍ୟରେ ହୋଇଛି।

ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କହିଛନ୍ତି ଯେ ସତନାର ନାଗୌଦରେ ହୋଇଥିବା ସଡ଼କ ଦୁର୍ଘଟଣାରେ ଅନେକ ଅମୂଲ୍ୟ ଜୀବନ ଚାଲିଯାଇଥିବା ଖବରରେ ଅତ୍ୟଧିକ ଦୁଃଖ ହୋଇଛି। ଈଶ୍ବରଙ୍କୁ ଦିବଂଗତ ଆତ୍ମାଙ୍କୁ ନିଜ ଶ୍ରୀ ଚରଣରେ ସ୍ଥାନ ଦେବା ଏବଂ ପରିବାରକୁ ଏହି ବଜ୍ରପାତ ସହିବା ଏବଂ ଗୁରୁତରଙ୍କୁ ଶୀଘ୍ର ସୁସ୍ଥ ହେବାକୁ ପ୍ରାର୍ଥନା​‌ କରିଛନ୍ତି।

   Related Posts