Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମତି ଚିହ୍ନଟ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||
  • ଝାରସୁଗୁଡା : ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?
  • ||
  • ସାଲେପୁର : ବୃଦ୍ଧାଙ୍କଠାରୁ ୧୪ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପେନସନ୍ ଉଠାଇ ଖାଇବା ବେଳେ ଲୁଟ୍‌ର ଶିକାର
  • ||
  • ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
  • ||
  • ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ
  • ||
  • ଭୁବନେଶ୍ବର : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ଧକ୍କାଦେଲା ଇନୋଭା
  • ||
  • କୁଚିଣ୍ଡା : ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : କାରକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର, ୭ମୃତ
  • ||

ଅନୁଗୁଳରୁ ୭ ଜଣ ଡକାୟତ ; ଗଣେଶ ପୂଜା ଚାନ୍ଦା ମାଗିବା ବାହାନାରେ ଘରେ ପଶି ଲୁଟୁଥିଲେ

9/09/2018 at 3:57 PM

ଅନୁଗୁଳ ୯/୯ : ତାଳଚେର କୋଳିୟାରୀ ପୋଲିସ ୭ ଜଣ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି। ସେମାନଙ୍କ ନିକଟରୁ ୨୧୦ ଗ୍ରାମ ସୁନା ଅଳଙ୍କାର, ଅଧାକିଲୋ ରୁପା, ୧୧ ହଜାର ନଗଦ କ୍ୟାସ ସାଙ୍ଗକୁ ୪ ଟି ମୋବାଇଲ ଆଉ ୨ ଟି ଭୁଜାଲି ଜବତ ହୋଇଛି । ଏମାନେ ଗଣେଶ ପୂଜା ଚାନ୍ଦା ମାଗିବା ବାହାନାରେ ବିଭିନ୍ନ ଘରେ ପଶି ଡକାୟତ କରୁଥିଲେ ବୋଲି କହିଛନ୍ତି ଅତିରକ୍ତ ଏସପି ଅନଗୁଳ । ଆଗାମି ଦିନରେ ଏକ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରି ଧରପଗଡ଼କୁ ଜୋର କରାଯିବ ବୋଲି ପୋଲିସ କହିଛି।

   Related Posts