Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||
  • ଦାନା ବାନ୍ଧୁଛି ବାତ୍ୟା : ୫ରେ ଓଡିଶା-ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ !
  • ||
  • ସୋମବାରଠୁ ଶୀତ ଅଧିବେଶନ, ପ୍ରଥମ ଦିନରେ କୃଷି ବିଲ୍ ରବ୍ଦ ନେଇ ଆସିବ ପ୍ରସ୍ତାବ
  • ||

ଉଦୟଗିରିରୁ ୭ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର

26/10/2020 at 1:56 PM

ଯାଜପୁର ୨୬।୧୦: ଯାଜପୁର ଜିଲ୍ଲା ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରିରୁ ୭ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି । ଉଦୟଗିରିଠାରେ ଥିବା ଏକ ବାମ୍ପିରେ ସାପ ଟିକୁ ସ୍ଥାନୀୟ ଲୋକେ ଦେଖିଥିଲେ । ଏ ନେଇ ଚଣ୍ଡିଖୋଲ ବନ ବିଭାଗ ଅଧିକାରୀଙ୍କୁ ଖବର ଦିଆଯାଇଥିଲା । ଖବର ପାଇ ବନ ବିଭାଗ ଅଧିକାରୀ ଓ ସ୍ନେକ୍ ହେଲ୍ପ ଲାଇନ୍ ଅଧିକାରୀଙ୍କ ସହାୟତାରେ ଅଜଗରଟିକୁ ଉଦ୍ଧାର କରାଯାଇଥିଲା । ସାପଟିକୁ ଉଦ୍ଧାର କରି ସ୍ଥାନୀୟ ଅସିଆ ପାହାଡରେ ଛାଡି ଦିଆଯାଇଥିବା ଜଣାପଡିଛି ।

   Related Posts