Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ଓଲଟିଲା ଅଟୋରିକ୍ସା, ୭ ଯାତ୍ରୀ ଆହତ

14/01/2021 at 7:38 PM

 ଗଞ୍ଜାମ୧୪/୧:  ଓଲଟିଲା ଅଟୋରିକ୍ସା। ଏହି ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆସିକା ମେଡିକାଲରେ ସମସ୍ତ ଆହତଙ୍କୁ ଭର୍ତ୍ତି କରାଯାଇଛି। ଗଞ୍ଜାମ ଜିଲ୍ଲା ଆସିକା ଥାନା ଖଡଭାଗ ଗାଁରେ ଏହି ଦୁର୍ଘଟଣା ହୋଇଛି। ଆହତମାନେ ହେଲେ ଗାଙ୍ଗପୁର ଥାନା ଅଞ୍ଚଳର ବୋଲି ସୂଚନା ମିଳିଛି। ଏହି ଦୁର୍ଘଟଣା ପରେ ଆହତଙ୍କ ସଂପର୍କୀୟମାନେ ହସ୍ପିଟାଲରେ ପହଞ୍ଚିଛନ୍ତି।

   Related Posts