Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ଉତ୍କଳ ବାଳାଶ୍ରମରୁ ୧୩ ଜଣ ଗାୟବ ଘଟଣା, ୭ ବାଳିକା ଉଦ୍ଧାର, ୩ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ

7/01/2020 at 9:00 PM

ବ୍ରହ୍ମପୁର୭/୧: ବ୍ରହ୍ମପୁର ଉତ୍କଳ ବାଳାଶ୍ରମରୁ ୧୩ ଅନ୍ତେବାସୀ ଗାୟବ ଘଟଣାରେ ବର୍ତ୍ତମାନ ସୁଦ୍ଧା ୭ ବାଳିକାଙ୍କୁ ଉଦ୍ଧାର କରାଯାଇଛି। ଖୁବ୍ ଶୀଘ୍ର ଅନ୍ୟମାନଙ୍କୁ ଉଦ୍ଧାର କରାଯିବା ବୋଲି ବ୍ରହ୍ମପୁର ଉପ-ଜିଲ୍ଲାପାଳ ସିନ୍ଧେ ଦତ୍ତାତ୍ରେୟ କହିଛନ୍ତି ।

 ତେବେ ଆଶ୍ରମର ତିନିଜଣ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଭୁବନେଶ୍ବର, ଚିକିଟି ନୂଆଗାଆଁ ଏବଂ ଜଗନ୍ନାଥ ପ୍ରସାଦ ଅଞ୍ଚଳରୁ ୭ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ପିଲାମାନେ ନିଜ ନିଜ ଭିତରେ ଗଣ୍ଡଗୋଳ କରି ପାଚେରୀ ଡେଇଁ ପଳାଇଥିଲେ। ଏ ସଂପର୍କରେ ଉପ-ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏହା ପରେ ଆଶ୍ରମର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରି ଦିଆଯାଇଛି। ଏହା ଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛନ୍ତି।

ଗତକାଲି ବିଳମ୍ବିତ ରାତିରେ ଏହି ବାଳାଶ୍ରମରୁ ୧୩ଜଣ ଝିଅ କୁଆଡ଼େ ଉଭାନ୍‌ ହୋଇଯାଇଛନ୍ତି। ହେଲେ ଜାଣିପାରିଲେନି ବାଳାଶ୍ରମ କର୍ତ୍ତୃପକ୍ଷ । ଆଉ ଯେତେବେଳେ ଜାଣିଲେ ସେତେବେଳେ ଗୋସାଣି ନୂଆଗାଁ ଥାନାକୁ ଯାଇ ଅଭିଯୋଗ କରିଥିଲେ । ଆଉ ଜିଲ୍ଲା ପ୍ରଶାସନକୁ ଏକଥା ଜଣାଇଦେଇ ଚୁପ୍‌ ବସିପଡ଼ିଥିଲେ ଆଶ୍ରମ ସୁପରିନ୍‌ଟେଣ୍ଡେଣ୍ଟ୍‌

   Related Posts