Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ସାହରପଡା ବ୍ଲକର ୭ ଗାଁକୁ ୫ ଦିନ ସଟ୍ ଡାଉନ୍ ଘୋଷଣା କଲେ ସରପଞ୍ଚ

20/07/2020 at 11:52 AM

ପାଟଣା ୨୦।୭: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକର ୭ଟି ଗାଁକୁ ୫ ଦିନ ପାଇଁ ପାଇଁ ସଟ୍ ଡାଉନ୍ ଘୋଷଣା କରିଛନ୍ତି ତେଣ୍ଡେରା ସରପଞ୍ଚ ।

ତେଣ୍ଡେରା ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ହାଇଦ୍ରାବାଦ ଫେରନ୍ତା ଦମ୍ପତିଙ୍କର ନିକଟରେ କରୋନା ପଜିଟିଭ୍ ଚିହ୍ନଟ ପରେ ସରପଞ୍ଚ ପଦକ୍ଷେପ ନେଇଛନ୍ତି ।

ଏହି ସମୟରେ ଜରୁରୀ କାଳୀନ ସେବାକୁ ଛାଡି ଦେଲେ ଅନ୍ୟ ସସସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ସରପଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts