Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ମାଲବାହୀ ଟ୍ରେନର ୭ଟି ବଗି ଲାଇନଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି

8/12/2019 at 11:49 AM

ଆସାମ ୦୮।୧୨:  ଆସାମ ଦେବ୍ରୁଗଡ ନହରକାଟିଆ ରେଲଓ୍ବେ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ । ମାଲବାହୀ ଟ୍ରେନ ୭ଟି ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନଟି କେଉଁ ପରିସ୍ଥିତିର ଲାଇନଚ୍ୟୁତ ହୋଇଛି ତାହା ଜଣାପଡିନାହିଁ । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।  

   Related Posts