Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ପୋଖରୀରେ ବୁଡି ୭ବର୍ଷ ବାଳକର ମୃତ୍ୟୁ

9/04/2019 at 6:41 PM

ଅନୁଗୋଳ ୯|୪: ର୍ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା ଖମାର ଗାଁ ରେ ଜଣେ ବାଳକ ପୋଖରୀରେ ବୁଡି ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ସେହି ଗାଁର ସତ୍ୟ ମହାପାତ୍ର( ୭) ଘରପାଖ ପୋଖରୀ କୁ ମା ସହ ଗାଧେଇ ଯାଇଥିବା ସମୟରେ ପୋଖରୀ ବୁଡି ଯାଇଥିଲା ଫଳରେ ଗୁରୁତର ଅବସ୍ଥାରେ ଛେଣ୍ଡିପଦା ମେଡିକାଲରେ ଭର୍ତ୍ତି କରାଯାଇଥିଲା।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଛେଣ୍ଡିପଦା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts