Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବାଇକ୍‌କୁ ଧକ୍କା ଦେଲା ଟୁରିଷ୍ଟ ବସ୍ : ୭ବର୍ଷର ଶିଶୁ ମୃତ, ବାପା-ମା’ ଆହତ

15/11/2021 at 2:29 PM

କୋଣାର୍କ ୧୫।୧୧: ଟୁରିଷ୍ଟ ବସ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ ହୋଇଛି । ଗୋପ-କୋଣାର୍କ ରାସ୍ତାର କୁନ୍ଦୁରା ଛକ ନିକଟରେ ଘଟିଛି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, ଗୋପ-କୋଣାର୍କ ରାସ୍ତାର କୁନ୍ଦୁରା ଛକ ନିକଟରେ ‘ଶାରଳା’ ନାମକ ଏକ ଟୁରିଷ୍ଟ ବସ୍ ଏକ ବାଇକ୍‌କୁ ଧକ୍କା ଦେଇଥିଲା । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ୭ ବର୍ଷର ଶିଶୁର ମୃତ୍ୟୁ ହୋଇଛି । ମୃତ ଶିଶୁ ହେଲେ ଆତୁତୋଷ । ବାପା ବଳରାମ ଓ ମା’ ସ୍ବର୍ଣ୍ଣଲତା ଆହତ ହୋଇଛନ୍ତି ।

ବଳରାମ ସୋମବାର ସକାଳେ କୋଣାର୍କ ନବଗ୍ରହ ପୂଜାର୍ଚ୍ଚନା କରିବାକୁ ଯାଉଥିବା ବେଳେ କୁନ୍ଦୁରା ଛକ ନିକଟରେ ଘଟିଥିଲା ଦୁର୍ଘଟଣା । ମୃତକଙ୍କ ଘର ନିମାପଡା ନୁହାରା ଗିରି ଅଞ୍ଚଳରେ ବୋଲି ଜଣାପଡ଼ିଛି ।

   Related Posts