Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ରାଉରକେଲାରେ ପୁଣି ଜିଏସ୍‌ଟି ଠକେଇ : ପାଇପ୍ ମିସ୍ତ୍ରୀଙ୍କ ନାଁରେ ୭୦କୋଟିର ଠକେଇ ଅଭିଯୋଗ

6/11/2020 at 1:37 PM

ରାଉରକେଲା ୬।୧୧: ରାଉରକେଲାରେ ଥମିବାର ନାଁ ନେଉନି ଜିଏସଟି ଠକେଇ ମାମଲା । ରାଉରକେଲାରେ ପୁଣି ଜିଏସ୍‌ଟି ଠକେଇ ନେଇ ଅଭିଯୋଗ ହୋଇଛି । ଏଥର ପାଇପ୍ ମିସ୍ତ୍ରୀଙ୍କ ନାଁରେ ୭୦ କୋଟିର କେଇ ଅଭିଯୋଗ ଆସିଛି । ସେକ୍ଟର-୧୮ ହରିପୁର ବସ୍ତିର ପାଇପ୍ ମିସ୍ତ୍ରୀ ସମୀର ଜୋଜୋଙ୍କୁ ନୋଟିସ୍ ଜାରି କରାଯାଇଛି । ସେକ୍ଟର-୧୮ ମାର୍କେଟରେ ସାଇ ଟ୍ରେଡର୍ସ ଖୋଲି ବ୍ୟବସାୟ ହୋଇଥିଲା ।

ଗତ ୨୧ ତାରିଖରେ ରାଉରକେଲାରେ ୧୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ ଆସିଥିଲା । ଜିଏସ୍‌ଟି ପକ୍ଷରୁ  ଛାନ୍‌ଭିନ୍ ଆରମ୍ଭ ହୋଇଥିଲା । ନିର୍ମାଣ ଶ୍ରମିକଙ୍କ ଜାଲ୍‌ କାଗଜ ପତ୍ର ଦେଇ ବିଭିନ୍ନ କମ୍ପାନୀ ଖୋଲାଯାଇ ଠକେଇ ହୋଇଥିଲା । ପ୍ରାୟ ୧୨କୋଟିରୁ ଅଧିକ ଟଙ୍କାର ଜିଏସ୍‌ଟି ଠକେଇ ହୋଇଥିବା ଅଭିଯୋଗ ଆସିଥିଲା । ଏହାପରେ ଜିଏସ୍‌ଟି ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ ହୋଇଥିଲା । ଠକେଇରେ କେଉଁମାନେ ସାମିଲ ଅଛନ୍ତି, ସେନେଇ ଖୋଳତାଡ଼ ଜାରି ରହିଛି ।

ପୂର୍ବରୁ ରାଉରକେଲାରେ ଅନେକ ଥର ଜିଏସ୍‌ଟି ଠକେଇ ଅଭିଯୋଗ ହୋଇଛି । ଯାହାକୁ ନେଇ ଜିଏସ୍‌ଟି ବିଭାଗ ପକ୍ଷରୁ ରେଡ୍‌ କରାଯାଇ ଅନେକଙ୍କୁ ଗିରଫ ମଧ୍ୟ କରାଯାଇଛି ।

   Related Posts