Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||

ଭୁବନେଶ୍ୱରରୁ ଆଉ ୨୯୫ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ଟପିଲା

22/08/2020 at 5:42 PM

ଭୁବନେଶ୍ୱର, ୨୨|୦୮:  ଭୁବନେଶ୍ୱରରୁ ଶନିବାର ୨୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦୧୫ରେ ପହଁଚିଛନ୍ତି ।

ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୪୨ । ଏହାସହ ୧୫୮ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ୭୦୧୫ଟି ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବା ବେଳେ ୪୨୧୯ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୩୩ଜଣ ପ୍ରାଣ ହରାଇଥିବା ବେଳେ ୨୭୫୪ଟି ସକ୍ରିୟ କେସ୍ ରହିଛି ।

   Related Posts