Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ବିଜେପୁରରେ ଅପରାହ୍ନ ୫ଟା ମଧ୍ୟରେ ୭୨ ପ୍ରତିଶତ ମତଦାନ

21/10/2019 at 6:37 PM


ଭୁବନେଶ୍ୱର ୨୧।୧୦ – ବିଜେପୁରର ଅପରାହ୍ନ ୫ଟା ସୁଦ୍ଧା ୭୨ ପ୍ରତିଶତ ମତଦାନ ହୋଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ନିର୍ବାଚନ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ପୋଲିସ ଛାଉଣୀରେ ପରିଣତ ହୋଇଛି ପୁରା ବିଜେପୁର । ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ କରିବା ଲାଗି ବରଗଡ ଏସପିଙ୍କ ତତ୍ତ୍ବାବଧାନରେ ୩୩ ପ୍ଲାଟୁନ ଫୋର୍ସ, ୩ କମ୍ପାନୀ ସିଆରପିଏଫ, ଜଣେ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୭୫ ସବଇନ୍ସପେକ୍ଟର, ୧୧୩ ଏଏସଆଇଙ୍କୁ ନିଯୁକ୍ତ କରାଯାଇଛି ।

   Related Posts