Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ସଞ୍ଜାମୁରା ପଞ୍ଚାୟତ ୭୨ଘଣ୍ଟା ସଟ୍‌ଡାଉନ୍, ଦମକଳବାହିନୀ ଦ୍ବାରା କରାଗଲା ସାନିଟାଇଜ୍

5/08/2020 at 11:38 AM

ଆଠମଲ୍ଲିକ ୫।୮: ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକ୍ ସଞ୍ଜାମୁରା ପଞ୍ଚାୟତ ୭୨ ଘଣ୍ଟା ପାଇଁ ସଟଡାଉନ୍ । ଆଉ ୩ ଜଣ କରୋନା ପଜିଟିଭ୍ ବାହାରିବା ପରେ ପଞ୍ଚାୟତକୁ ସଟଡାଉନ କଲେ ସରପଞ୍ଚ । ଏହି ସଟଡାଉନ ବୁଧବାର ସକାଳ ୬ଟାରୁ ଶୁକ୍ରବାର ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ।

ସଟଡାଉନରେ ସମସ୍ତ ସରକାରୀ କାର୍ଯ୍ୟାଳୟ ସହିତ ଦୋକାନ ବଜାର ବନ୍ଦ ରହିବ । ପଞ୍ଚାୟତରୁ କେହି ବାହାରକୁ ଯାଇ ପାଇବେନାହଁ । ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ କାମ ନ ଥିଲେ ଘରୁ ବାହାରକୁ ବହାରିବେନାହିଁ । ଏନେଇ ସରପଞ୍ଚ ମୃତ୍ୟୁଞ୍ଜୟ ପ୍ରଧାନ ତାଙ୍କ ସୋସିଆଲ ମିଡିଆରେ ଜଣାଇଛନ୍ତି । କିଶୋରନଗର ବିଡିଓକୁ ଏକ ପତ୍ର ମାଧ୍ୟମରେ ସେ ଜଣାଇଛନ୍ତି ।

ଆଜି ସକାଳୁ ବାମୁର ଦମକଳବାହିନୀକୁ ଡକାଇ ପଞ୍ଚାୟତକୁ ସାନିଟାଇଜ କରାଇଛନ୍ତି । ଆଗକୁ ଦରକାର ପଡିଲ ପଞ୍ଚାୟତର ବିଭିନ୍ନ ସ୍ଥାନକୁ ସାନିଟାଇଜ କରାଯିବ ବୋଲି ସରପଞ୍ଚ କହିଛନ୍ତି ।

   Related Posts