Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ବଢୁଛି କରୋନା ସଂକ୍ରମଣ : ୭୨ ଘଣ୍ଟା ପାଇଁ ଗୋଟିଏ ଓ୍ୱାର୍ଡ ସଟ୍‌ଡାଉନ୍ , ୧୨ ଓ୍ୱାର୍ଡ କଣ୍ଟେନମେଣ୍ଟ ଜୋନ୍

27/07/2020 at 8:15 AM

ଭଦ୍ରକ ୨୭।୦୭: ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମଣ । ଯାହାକୁ ଦୃଷ୍ଟିରେ ରଖି ଭଦ୍ରକ ପୌରାଞ୍ଚଳର ୩୦ୱାର୍ଡରୁ ୧୨ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । ତାହାମଧ୍ୟରୁ ଗୋଟିଏ ୱାର୍ଡକୁ ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରାଯାଇଛି ।

ଭଦ୍ରକ ପୌରାଞ୍ଚଳର ଅଧିନରେ ଥିବା ବିଭିନ୍ନ ଓ୍ବାର୍ଡରୁ କରୋନା ଆକ୍ରାନ୍ତ ଚିହ୍ନଟ ପରେ ୩୦ରୁ ୧୨ଟି ଓ୍ବାର୍ଡ଼କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ପ୍ରତ୍ୟେକ ଦିନ ପୌରପାଳିକାର ବିଭିନ୍ନ ଞ୍ଵାର୍ଡରୁ ପଜିଟିଭି ବାହାରୁଥିବା ଏଭଳି ପଦକ୍ଷେପ ନେଇଛି ପୌରପାଳିକା। ପୌରାଞ୍ଚଳର ୱାର୍ଡ ନମ୍ବର ୩ , ୬ , ୭ , ୯ , ୧୩ , ୧୪ , ୧୫ , ୧୬ ,୧୭ , ୧୮ , ୨୨ , ୨୮କୁ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି । ୯ ନମ୍ବର ୱାର୍ଡକୁ ୭୨ଘଣ୍ଟା ପାଇଁ ସଟଡାଉନ ଘୋଷଣା କରାଯାଇଛି ।

   Related Posts