Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଚତୁର୍ଥ ପର୍ଯ୍ୟାୟରେ ୭୩.୦୮ପ୍ରତିଶତ ମତଦାନ : ସିଇସି

1/05/2019 at 1:33 PM

ନୂଆଦିଲ୍ଲୀ ୧|୫: ରାଜ୍ୟରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ସରିଥିବାବେଳେ ପାଟକୁରା ବିଧାନସଭା ନିର୍ବାଚନ ବାକି ରହିଛି । ତେବେ ଗତ ୨୯ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ସରିଛି । ଚତୁର୍ଥ ପର୍ଯ୍ୟାୟରେ ୭୩.୦୮ପ୍ରତିଶତ ମତଦାନ ହୋଇଛି ବୋଲି ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି ।

ଲୋକସଭା କ୍ଷେତ୍ରରେ ନବରଙ୍ଗପୁରରେ ସର୍ବାଧିକ ୭୮.୮୯ ପ୍ରତିଶତ ମତଦାନ ହୋଇଛି । ଲୋକସଭା କ୍ଷେତ୍ରରେ ଭୁବନେଶ୍ବରରେ ସର୍ବନିମ୍ନ ୫୯.୬୦ ପ୍ରତିଶତ ମତଦାନ ହୋଇଛି । ସେହିଭଳି ବିଧାନସଭା କ୍ଷେତ୍ରରେ କୋଟପାଡରେ ସର୍ବାଧିକ ୮୬.୮୩ ପ୍ରତିଶତ ମତଦାନ ହୋଇଛି । ବିଧାନସଭା କ୍ଷେତ୍ରରେ ଭୁବନେଶ୍ବର ମଧ୍ୟରେ ସର୍ବନିମ୍ନ ୪୩.୦୪ ପ୍ରତିଶତ ମତଦାନ ହୋଇଛି ।

   Related Posts