Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||

କଟକ ସହରରୁ ଆଉ ୭୩ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୫

11/08/2020 at 4:47 PM

କଟକ, ୧୧|୦୮: କଟକ ସହରରୁ ସୋମବାର ଆଉ ୭୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୮ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

କ୍ୱାରେଣ୍ଟାଇନରେ ଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ଜଣ କଣ୍ଟେନମେଣ୍ଟ ଜୋନର ଥିବା ବେଳେ ୧୩ଜଣ ସରକାରୀ କ୍ୱାରେଣ୍ଟାଇନ ଓ ୧୨ଜଣ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ ।

ସ୍ଥାନୀୟ ସଂକ୍ରମିତ ହେଲେ ବକ୍ସିବଜାରର ୩୧ ବର୍ଷୀୟ ଯୁବକ, ୨୮ ବର୍ଷୀୟ କରୋନା ଯୋଦ୍ଧା, କାଠଗଡା ସାହିର ୩୧ ବର୍ଷୀୟ ଯୁବତୀ  ଓ ୭୫ ବର୍ଷୀୟ ବୃଦ୍ଧ, ବିକାଶ ନଗରର ୫୦ ବର୍ଷୀୟ ବ୍ୟକ୍ତି ।

ସୂଚନାଯୋଗ୍ୟ, ଏବେସୁଦ୍ଧା କଟକ ସହରରେ ୧୭୯୪ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୯୧୪ଜଣ ଆରୋଗ୍ୟ ଲାଭ କରିଛନ୍ତି । ୧୦ ଜଣ ପ୍ରାଣ ହରାଇଥିବା ବେଳେ ୮୭୦ଟି ସକ୍ରିୟ କେସ୍ ରହିଛି ।

   Related Posts