Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

୭୫ କିଲୋ ଗଞ୍ଜେଇ ଜବତ, ୨ଗିରଫ : କନ୍ଧମାଳରୁ-ବଙ୍ଗ ଯାଏଁ ଲମ୍ୱିଛି ବେଆଇନ କାରବାର

3/07/2021 at 2:21 PM

କଟକ/ଫୁଲବାଣୀ ୩/୭: କଟକ ଟାଙ୍ଗୀ ଟୋଲ ଗେଟ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ ପକ୍ଷରୁ ଏହି ଗଞ୍ଜେଇ ଜବତ କରାଯାଇଛି । ୭୫ କିଲୋଗ୍ରାମ ଗଞ୍ଜେଇ ସହ ୨ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୮ ଲକ୍ଷ ହେବ । ଗିରଫ ୨ ଅଭିଯୁକ୍ତମାନେ ୪୧ ବର୍ଷୀୟ ଉଦୟ ନାୟକ, ଏବଂ ୩୯ ବର୍ଷୀୟ ଧୀରେନ୍ କଅଁର ।

ଏମାନେ ହେଲେ ଫୁଲବାଣୀ ଅଞ୍ଚଳର । କନ୍ଧମାଳରୁ କୋଲକାତା ଚାଲାଣ ବେଳେ ଟାଙ୍ଗୀ ଟୋଲ ଗେଟ୍ ନିକଟରେ ମାଡିବସିଥିଲା କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ । ତେବେ ଏହି ଘଟଣାରେ ଆଉ କିଏ କିଏ ସଂପୃକ୍ତି ଅଛନ୍ତି ସେନେଇ ଖୋଳତାଡ ଚାଲିଛି । ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ।

   Related Posts