Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୭୫ କରୋନା ସଂକ୍ରମିତ

28/05/2020 at 2:24 PM

ଭୁବନେଶ୍ୱର, ୨୮|୦୫: ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସୁସ୍ଥ ହାର ମଧ୍ୟ ବଢି ଚାଲିଛି । ଆଜି ରାଜ୍ୟରେ ଆହୁରି ୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୮୭ରେ ପହଁଚିଛି ।

ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଯାଜପୁରରୁ ୨୫ ଜଣ ଥିବା ବେଳେ ଗଞ୍ଜାମରୁ ୧୯, କଟକରୁ ୯, ପୁରୀରୁ ୮, ନୟାଗଡ ଓ କେନ୍ଦ୍ରାପଡାରୁ ୩, କନ୍ଧମାଳ ଓ ବଲାଙ୍ଗୀରରୁ ୨ ଓ କେଉଁଝର, ବୌଦ୍ଧ, ସମ୍ବଲପୁର ଏବଂ ଖୋର୍ଧାରୁ ଜଣେ ଲେଖାଏଁ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ, ଗୁରୁବାର ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୭ ସଂକ୍ରମିତଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

   Related Posts