Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଖସୁଛି କରୋନା ଗ୍ରାଫ୍‌ : ଭୁବନେଶ୍ବରରୁ ଦିନକରେ ୭୫୩ ଆକ୍ରାନ୍ତ ଚିହ୍ନଟ, ୧୨୭୫ ସୁସ୍ଥ

4/06/2021 at 7:19 PM

ଭୁବନେଶ୍ବର ୦୪/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୭୫୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୬୬୨ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୭୯,୩୨୭ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୬୮,୮୨୭ ଜଣ ସୁସ୍ଥ ହୋଇସାରିଛନ୍ତି । ୩୪୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ହଜାର ୧୩୧ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୨୭୫ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts