ଭୁବନେଶ୍ୱର ୦୮।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୩୫୬୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୧୯ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୨ ଜଣ ପଜିଟିଭ ରହିଛନ୍ତି ।
wp:html/wp:htmlCovid-19 Report For 7th September
— I & PR Department, Odisha (@IPR_Odisha) September 8, 2021
New Positive Cases: 762
Of which 0-18 years: 102
In quarantine: 443
Local contacts: 319
(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 17
3. Bargarh: 13
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍ରୁ ୭୪ଜଣ ରହିଛନ୍ତି ।
wp:html/wp:html21. Mayurbhanj: 29
— I & PR Department, Odisha (@IPR_Odisha) September 8, 2021
22. Nawarangpur: 2
23. Nayagarh: 3
24. Nuapada: 3
25. Puri: 16
26. Rayagada: 6
27. Sambalpur: 7
28. Sonepur: 3
29. Sundargarh: 26
30. State Pool: 74
New recoveries: 801
Cumulative tested: 18599037
Positive: 1013567
Recovered: 998591
Active cases: 6853
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୩୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୮୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୮୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୫୯୯୦୩୭ସାମ୍ପୁଲ ଟେଷ୍ଟ୍ ହୋଇଛି ।