Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ପୂଜାରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ମିଳିବ ଡବଲ ଖୁସି ଖବର : ଜାଣନ୍ତୁ କ’ଣ?

14/09/2019 at 11:30 AM

ନୂଆଦିଲ୍ଲୀ ୧୪/୯: ଯଦି ଆପଣ ମଧ୍ୟ କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଛନ୍ତି ତେବେ ଆପଣଙ୍କ ପାଇଁ ବଡ଼ ଖବର। ପ୍ରକୃତରେ କୁହାଯାଉଛି ଯେ ମୋଦି ସରକାର ଏହି ପର୍ବପର୍ବାଣି ଋତୁରେ କର୍ମଚାରୀଙ୍କୁ ଡବଲ ଖୁସି ଖବର ଦେଇ ପାରନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ଦରମା ବୃଦ୍ଧି ହୋଇପାରେ।

ଅର୍ଥ ମନ୍ତ୍ରାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨ମାସ ମଧ୍ୟରେ କେନ୍ଦ୍ରୀୟ କର୍ମଚାରୀଙ୍କ ଫିଟମେଣ୍ଟ ଫ୍ୟାକ୍ଟର ବୃଦ୍ଧି କରି ଦିଆଯାଇପାରେ। ଫିଟମେଣ୍ଟ ଫ୍ୟାକ୍ଟର ବଢ଼ିବା ସହ କର୍ମଚାରୀଙ୍କ ନ୍ୟୁନତମ ଦରମାରେ ୮୦ହଜାର ଟଙ୍କାର ଫାଇଦା ହୋଇପାରେ।

ପର୍ବପର୍ବାଣି ଋତୁରେ କେନ୍ଦ୍ର ଏବଂ ରାଜ୍ୟ ସରକାର ନିଜ କ୍ମଚାରୀଙ୍କୁ ବୋନସ୍ ଦେଇଥାଆନ୍ତି। କିନ୍ତୁ ଏଥର ବୋନସଠୁ ଅଧିକ ବେତନ ବଢ଼ିବା ଉପରେ ଚର୍ଚ୍ଚା ଚାଲିଛି। କେନ୍ଦ୍ରୀୟ କର୍ମଚାରୀମାନେ ତାଙ୍କ ନ୍ୟୂନତମ ବେତନକୁ ବଢ଼ାଇବା ଲାଗି ଏବଂ ଏହା ସହିତ ଫିଟମେଣ୍ଟ ଫ୍ୟାକ୍ଟରକୁ ବଢ଼ାଇବା ଲାଗି ମଧ୍ୟ ଦାବି କରୁଛନ୍ତି।

   Related Posts