Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ପାରାଦୀପ : ଟ୍ରେନ୍ ଲାଇନ୍ କଡରୁ ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||

ଆସନ୍ତା କାଲି ସବୁ ଅଙ୍ଗନଓ୍ୱାଡ଼ୀ କେନ୍ଦ୍ର ଛୁଟି, ଭୁବନେଶ୍ୱରର ସବୁ ସ୍କୁଲ ଛୁଟି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

6/09/2018 at 11:55 PM

ଭୁବନେଶ୍ୱର ୦୬/୦୯ : ଲଘୁଚାପ ଅବପାତର ରୂପ ନେବାପରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ରାଜ୍ୟର ସବୁ ଅଙ୍ଗନଓ୍ୱାଡ଼ୀ କେନ୍ଦ୍ରକୁ ଛୁଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜଧାନୀ ଭୁବନେଶ୍ୱରର ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟାନ୍ୟ ଅଞ୍ଚଳରେ ପାଣିପାଗ ଓ ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନେ ନିଷ୍ପତ୍ତି ନେବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଆଦି ବିଭିନ୍ନ ଜିଲ୍ଲାରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ନଦୀ ପ୍ରତି ବିପଦ ରହିଥିବା ସ୍ୱତନ୍ତ୍ର ରିଲିଫ୍ କମିଶନର ସତର୍କ କରିଛନ୍ତି । ସବୁ ଜିଲ୍ଲାରେ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ କୁହାଯାଇଛି । କଟକ ଏବଂ ଜଗତସିଂହପୁର ର ଜିଲ୍ଲାପାଳ ମଧ୍ୟ ଜିଲ୍ଲାର ସମସ୍ତ ଆଙ୍ଗନଓ୍ୱାଡ଼ୀ ଏବଂ ସ୍କୁଲ ଛୁଟି ଘୋଷଣା କରିଛନ୍ତି ।

   Related Posts