Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||

ପିଶାଚ ପିତା ! 7 ବର୍ଷର ଝିଅକୁ କଲା ହତ୍ୟା

23/07/2018 at 7:24 AM

ଆଠଗଡ ୨୩/୭: କଟକ ବଡମ୍ବା ଥାନା ରଗଡିପଡାରେ ଘଟିଛି ଅବାବନୀୟ ଘଟଣା । ୭ ବର୍ଷର ଝିଅକୁ ପିଟି ପିଟି ମାରିଦେଇଛି ବାପା ।ମୃତ ଝିଅର ନାଁ କାବେରୀ ନାୟକ ବୋଲି ଜଣାପଡିଛି । ଏହି ଘଟଣାରେ ହତ୍ୟାକାରୀ ବାପା ସମୀର ନାୟକକୁ ବଡମ୍ବା ପୋଲିସ ଗିରଫ କରିଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ମୃତ ଝଅର ଶବ ଜବତ କରି ପୋଲି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ କରୁଛି ।

   Related Posts