Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଅଜଣା ଗାଡି ଧକ୍କାରେ ୮ ଗୋରୁ ମୃତ, ୪ ଗୁରୁତର : ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

31/05/2021 at 11:02 AM

ଆଠଗଡ଼ ୩୧।୫: କଟକ-ନରସିଂହପୁର ମୁଖ୍ୟ ରାସ୍ତାର କନ୍ଧବେରଣୀ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ୮ ଗୋରୁଙ୍କର ମୃତ୍ୟୁ ହୋଇଚି । ଅନ୍ୟ ୪ ଗୋରୁ ଗୁରୁତର ଆହତ ହୋଇଛନ୍ତି । ଗାଡ଼ିଟି ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ପ୍ରତିବାଦରେ ଗ୍ରାମବାସୀମାନେ ରାସ୍ତାରୋକ କରିଥିବା ଦେଖିବାକୁ ମିଳିଥିଲା ।

ଏହାପରେ ଘଟଣାସ୍ଥଳରେ ତହସିଲଦାର ଓ କାନପୁର ପୋଲିସ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଆହତ ଗୋରୁ ଗାଈମାନଙ୍କୁ ପଶୁ ଚିକିତ୍ସକ ଚିକିତ୍ସା କରିଛନ୍ତି । ରାସ୍ତାରେ ଏଭଳି ଦୁର୍ଘଟଣାରେ ପଶୁ ମୃତାହତ ହେଉଥିବା ବେଳେ ଏଥିପାଇଁ କୌଣସି ବ୍ୟବସ୍ଥା ନାହିଁ ବୋଲି ଜିଲ୍ଲା ପଶୁ ଚିକିତ୍ସାଧିକାରୀ କହିଛନ୍ତି । ଜିଲ୍ଲାପାଳ ରେଡକ୍ରସ୍ ପାଣ୍ଠିରୁ ଅର୍ଥ ମଞ୍ଜୁର କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଛି ।

   Related Posts