Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

୮ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର

28/09/2020 at 4:04 PM

ଚଣ୍ଡିଖୋଲ ୨୮।୯: ଯାଜପୁର ଜିଲ୍ଲା ଚଣ୍ଡିଖୋଲ ବନ ବିଭାଗ ପକ୍ଷରୁ ୮ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର ହୋଇଛି । ଚଣ୍ଡୀତଳ ପଂଚାୟତ ତେଲିଗଡ଼ଠାରେ ଏକ ପଡିଆରେ ଅଜଗର ସାପ ଥିବାର ଗ୍ରାମବାସୀ ଦେଖି ବନ ବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବନ ବିଭାଗ ଅଧିକାରୀ ପହଞ୍ଚି ସାପଟିକୁ ଉଦ୍ଧାର କରିବା ସହ ବରୁଣାବନ୍ତ ଜଙ୍ଗଲରେ ଛାଡି ଦେଇଥିବା ଜଣାପଡିଛି ।

   Related Posts