Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

୮ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର କଲା ବନ ବିଭାଗ

8/09/2019 at 2:50 PM

ଯଶୀପୁର ୮।୯: ଶିମିଳିପାଳ ଜାତୀୟ ଉଦ୍ୟାନ ଗୁରୁଗୁଡ଼ିଆ ରେଞ୍ଜ ଚହକା ଗାଁରୁ ୮ ଫୁଟର ଅଜଗର ସାପ ଉଦ୍ଧାର ହୋଇଛି । ଆଜି ଭେ।ରରୁ ପଙ୍କଜ ମହାନ୍ତଙ୍କ ଛେଳି ଗୁହାଳରୁ ଏହି ଅଜଗର ସାପ ଉଦ୍ଧାର କରିଥିଲା ବନ ବିଭାଗ । ପଙ୍କଜ ମହାନ୍ତ ତାଙ୍କ ଛେଳି ଗୁହାଳରେ ଏକ ସାପ ଦେଖି ବନ ବିଭାଗକୁ ଖବର ଦେଇଥିଲେ । ଯଶୀପୁର ବନ ବିଭାଗ ସାଙ୍ଗେ ସାଙ୍ଗେ ପହଁଞ୍ଚି ସାପକୁ ସୁରକ୍ଷିତ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡିଛନ୍ତି ।

   Related Posts