Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ସ୍କୁଲ ଶ୍ରେଣୀଗୃହରୁ ୮ ଫୁଟ ଲମ୍ବର ଅଜଗର ଉଦ୍ଧାର

22/06/2020 at 4:52 PM

ଉଦଳା ୨୨।୬: ବିଦ୍ୟାଳୟ ଶ୍ରେଣୀ ଗୃହ ମଧ୍ୟରୁ ଏକ ୮ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର ହୋଇଛି । ଉଦଳା ବନାଞ୍ଚଳ ଅଧତ୍ନ ଘୁଂଟିବଣି ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀ ଗୃହରେ ଏକ ଅଜଗର ସାପ ପଶିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ପରେ ଏ ନେଇ ଉଦଳା ବନବିଭାଗକୁ ଖବର ଦିଆଯାଇଥିଲା ।

ଉଦଳା ବନବିଭାଗ କର୍ମଚାରୀ ଏବଂ ସ୍ନେକ ଲାଇଫ୍ ଲାଇନର ସଦସ୍ୟ ଅଭିଜିତ୍ ବହେରା ଘଟଣାସ୍ଥଳରେ ପହଂଚି ସାପଟିକୁ ଅକ୍ଷତ ଅବସ୍ଥାରେ ଉଦ୍ଧାର କରିଥିଲେ । ଉଦ୍ଧାର ଅଜଗର ସାପଟିର ଲମ୍ବ ୮ ଫୁଟ୍ । ଉଦ୍ଧାର ସାପଟିକୁ ଶିମିଳିପାଳ ଜଙ୍ଗଲରେ ଛାଡି ଦିଆଯାଇଥିବା ଜଣାଯାଇଛି । 

   Related Posts