Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ପେଟ୍ରୋଲ ପମ୍ପ ବିସ୍ଫୋରଣ: ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କା, ଆହାତ ଏବଂ ଗୁରୁତରଙ୍କୁ ବି ମିଳିବ ସହାୟତା

8/10/2020 at 4:40 PM

ଭୁବନେଶ୍ବର୮/୧୦: ପେଟ୍ରୋଲ ବିସ୍ଫୋଣରେ ମୃତକ ପରିବାରକୁ ୮ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲା ଆଇଓସିଏଲ୍। ସେହିପରି ଗୁରୁତରଙ୍କ ପରିବାରକୁ ୪ ଲକ୍ଷ ଏବଂ ଆହାତମାନଙ୍କ ପରିବାରକୁ ଏକ ଲକ୍ଷ ଟଙ୍କାର କ୍ଷତି ପୂରଣ ଘୋଷଣା କରାଯାଇଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶ ପରେ ଆଇଓସିଏଲ ଏହି ସହାୟତା ରାଶି ଘୋଷଣା କରିଛି। ମିଳିଥିବା ସୂଚନା ଏହି ବଡ ଧରଣ ବିସ୍ଫୋରଣରେ ୧୦/୧୨ ଆହାତ ହୋଇଥିବା ବେଳେ ୪/୫ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

ଏପରି କି ସେହି ପେଟ୍ରୋଲ ପମ୍ପରେ କାର୍ଯ୍ୟରତ ଥିବା ସାନଖେମୁଣ୍ଡିର ସତ୍ୟଙ୍କ ମୃତ୍ୟୁ ହୋଇଛି। ବର୍ତ୍ତମାନ ଆହାତ ଏବଂ ଗୁରୁତର ସମସ୍ତ ଚିକିତ୍ସା ମାଗଣାରେ ଚାଲିଛି।

   Related Posts