Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଶୌଚ ପାଇଁ ଯାଇଥିବା ବେଳେ ୮ବର୍ଷର ଶିଶୁକୁ ଦୁଷ୍କର୍ମ ଅଭିଯୋଗ, ଯୁବକ ଅଟକ

10/11/2019 at 4:23 PM

ଖୋର୍ଦ୍ଧା ୧୦।୧୧: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ବଡ଼ବେରଣା ଗାଁରେ ୮ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ସଂପୃକ୍ତ ଯୁବକଙ୍କୁ ଅଟକ ରଖି ପୋଲିସର ପଚରାଉଚରା ।

ସୂଚନାଯୋଗ୍ୟ ଯେ, ବିଦ୍ୟାଳୟ ଛୁଟି ଥିବାରୁ ଶିଶୁଟି ତାର ମାମୁଁ ଘର ବଡ଼ବେରଣା ଗାଁକୁ ବୁଲିବାକୁ ଯାଇଥିଲା। ଆଜି ସକାଳୁ ଶୌଚ ପାଇଁ ଗାଁ ପୋଖରୀକୁ ଯାଇଥିବା ସମୟରେ ସେହି ଗାଁର ୨୪ ବର୍ଷ ବୟସ୍କ ଯୁବକ ଏକ ନିକାଂଚନ ଜାଗାକୁ ଉଠାଇ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ପରିବାର ପକ୍ଷରୁ ବେଗୁନିଆ ଥାନାରେ ଏକ ଏତଲା ଦିଆଯାଇଥିବା ବେଳେ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପୋଲିସ ପଚରା ଉଚରା ଜାରି ରଖିଛି ।

   Related Posts