Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ବି-ଟେକ୍ ଛାତ୍ରଙ୍କ ବ୍ରାଉନସୁଗାର ବେପାର ; ସାଲିଆ ସାହିରୁ ୮୩ଗ୍ରାମ ବ୍ରାଉନସୁଗାର ସହ ଜଣେ ଗିରଫ

13/02/2019 at 2:13 PM

ଭୁବନେଶ୍ବର ୧୩|୨:  ପୁଣି ରାଜଧାନୀରୁ ବ୍ରାଉନସୁଗାର ଜବତ ହୋଇଛି । ଇଞ୍ଜିନିୟରିଂ ପାସ୍ ଛାତ୍ରଙ୍କଠାରୁ ବ୍ରାଉନସୁଗାର ଜବତ ହୋଇଛି । ଛାତ୍ର ଜଣଙ୍କ ହେଲେ ବେଗୁନିଆ ନୂଆ ସାହିର ପ୍ରୀତିଶ ପଟ୍ଟନାୟକ । ୮୩ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୮ଲକ୍ଷ ଟଙ୍କା ହେବ । ଭୁବନେଶ୍ବର ସାଲିଆ ସାହିରୁ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ ।

   Related Posts