Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ରାଜ୍ୟରେ ଚିହ୍ନଟ ହେଲେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ, ଗତ ୨୪ଘଣ୍ଟାରେ ବାହାରିଲେ ୮୩୮୬ ପଜିଟିଭ୍‌

28/04/2021 at 8:24 AM

ଭୁବନେଶ୍ବର ୨୮।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୮୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୦୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୨ଜଣ, ବରଗଡ଼ ଜିଲ୍ଲାରୁ ୨୫୭ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫୮ଜଣ, ବୌଦ୍ଧ ଜିଲ୍ଲାରୁ ୮୩ଜଣ, କଟକ ଜିଲ୍ଲାରୁ ୪୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୨୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨୬ଜଣ, କନ୍ଧମାଳ ଜିଲ୍ଲାରୁ ୫୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୪୦ଜଣ, କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୮ଜଣ, ନୟାଗଡ଼ ଜିଲ୍ଲାରୁ ୧୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୩୩ଜଣ, ପୁରୀ ଜିଲ୍ଲାରୁ ୨୫୯ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୭ଜଣ, ସୋନପୁର ଜିଲ୍ଲାରୁ ୬୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୪୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୮୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୯୯୭୧୪୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts