Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

୮୪ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ

6/12/2019 at 1:49 PM

ଭଦ୍ରକ ୦୬।୧୨: କଟକ ଅବକାରୀ ଫ୍ଲାଇଁ ସ୍କ୍ୱାର୍ଡ ଓ ଭଦ୍ରକ ଅବକାରୀ ବିଭାଗ ର ମିଳିତ ଉଦ୍ୟମରେ ଭଦ୍ରକ ଜିଲ୍ଲା ତିହିଡି ଥାନା ସଦାନନ୍ଦପୁରରୁ ୮୪ ଗ୍ରାମର ବ୍ରାଉନ ସୁଗାର ଜବତ କରାଯାଇଛି । ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୮ ଲକ୍ଷ ୪୦ ହଜାର । ଘଟଣାରେ ଜଣକୁ ଗିରଫ କରିଛି କଟକ ଅବକାରୀ ଫ୍ଲାଇଁ ସ୍କ୍ୱାର୍ଡ । ଅଭିଯୁକ୍ତ ହେଲେ ତିହିଡି ଥାନା ସଦାନନ୍ଦପୁରର ଚନ୍ଦନ କୁମାର ପାଢ଼ୀ । 

   Related Posts