ରାଜଧାନୀରୁ ଆଉ ୮୯ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୪

Published By : Prameya-News7 Bureau | August 03, 2020 IST

ଭୁବନେଶ୍ୱର, ୦୩|୦୮:  ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୬୮ରେ ପହଁଚିଛି ।

wp:html /wp:html

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୫ଟି କ୍ୱାରେଣ୍ଟାଇନ କେସ୍ ଥିବା ବେଳେ ୨୪ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ଏବେସୁଦ୍ଧା ରାଜଧାନୀରେ ମୋଟ୍ ୩୦୬୮ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୭୯୮ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୮ଜଣ ପ୍ରାଣ ହରାଇଥିବା ବେଳେ ୧୨୫୦ଟି ସକ୍ରିୟ କେସ୍ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.